ଲିଭଇନରେ ରହି ବାରମ୍ବାର ଦୁଷ୍କର୍ମ କରିଥିବା ଅଭିଯୋଗ

ଲିଭ୍ ଇନ୍ ରେ ରହିଲେ ଦୁଷ୍କର୍ମ କଲେ। ଏପରି ଅଭିଯୋଗ କରିଛନ୍ତି ଜଣେ ଯୁବତୀ। ତାଙ୍କ ଅଭିଯୋଗ ମୁତାବକ ଯୁବକ ଜଣକ ତାଙ୍କ ବିନା ଅନୁମତିରେ ତାଙ୍କୁ ବାରମ୍ବାର ଦୁଷ୍କର୍ମ କରିବା ସହ ତାଙ୍କର କିଛି ଅଶ୍ଳୀଳ ଫଟୋ ଓ ଭିଡିଓ ସୁଟିଂ କରିଛନ୍ତି। ଖାଲି ସେତିକି ନୁହେଁ ଅଭିଯୁକ୍ତ ଯୁବକଙ୍କ ନିକଟରେ ତାଙ୍କର କିଛି ଜରୁରୀ କାଗଜପତ୍ର ରହିଥିବା ମଧ୍ୟ ସେ ଅଭିଯୋଗ ପତ୍ରରେ ଦର୍ଶାଇଛନ୍ତି ।

Continue Reading