ଖୁବଶିଘ୍ର ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ପରୀକ୍ଷା
ନୂଆଦିଲ୍ଲୀ: ସାମ୍ପ୍ରଦାୟିକ ମହାମାରୀ କରୋନା କାୟା ପାଇଁ ମାର୍ଚ୍ଚରୁ ସ୍ଥଗିତ ବିଶ୍ୱବିଦ୍ୟାଳୟ ଓ ଏହା ଅନ୍ତର୍ଗତ ଶିକ୍ଷାନୁଷ୍ଠାନର ଶେଷ ବର୍ଷ ପରୀକ୍ଷା କରାଯିବାନେଇ ଗ୍ରୀନ ସିଗିନେଲା ଦେଲେ କେନ୍ଦ୍ର ଗୃହ ମନ୍ତ୍ରାଳୟ । କେନ୍ଦ୍ର ଗୃହ ମନ୍ତ୍ରାଳୟ ଅନୁମତି ଦେବା ପରେ ସଂଶୋଧିତ ଗାଇଡଲାଇନ୍ ଜାରି କରିଛି ମାନବ ସମ୍ବଳ ବିକାଶ ମନ୍ତ୍ରାଳୟ । ସେପ୍ଟେମ୍ୱର ସୁଦ୍ଧା ସ୍ଥଗିତ ଥିବା ବିଶ୍ୱବିଦ୍ୟାଳୟର ଅନ୍ତିମ ବର୍ଷର ପରୀକ୍ଷା ଆୟୋଜିତ ହେବ । ଉଭୟ ଅଫଲାଇନ୍ ଓ ଅନଲାଇନରେ ହେବ […]
Continue Reading