ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା, ବଢୁଛି ସୁବର୍ଣ୍ଣରେଖା… ବନ୍ୟା ଅଞ୍ଚଳ ପରିଦର୍ଶନ କରିବେ ରାଜସ୍ବ ମନ୍ତ୍ରୀ
ଆଗାମୀ ୪ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହାର ପ୍ରଭାବରେ ଆଗାମୀ ୪ ଦିନ ଯାଏ ବର୍ଷା ହେବ । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଅଧିକ ରହିବ ପ୍ରଭାବ । ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । […]
Continue Reading
