Ganjam

50 ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, 2 ଗିରଫ

ମୋହନା : ମୋହନା ପୋଲିସକୁ ମିଳିଲା ବଡ ସଫଳତା । ପିଆଜ ଟ୍ରକରୁ ଜବତ କଲା ଲକ୍ଷାଧିକ ଟଙ୍କାର ଗଂଜେଇ । ଗଞ୍ଜେଈର ଆନୁମାନିକ ମୂଲ୍ୟ 50 ଲକ୍ଷ ଟଙ୍କାରୁ ଅଧିକ ହେବ । ଗଂଜେଇ ସମେତ 2 ଜଣକୁ କୋର୍ଟ ଚାଲାଣ କରିଛି ପୋଲିସ । ସୂଚନା ମୁତାବକ, ଜୁଲାଇ 31 ତାରିଖ ଦିନ ଦିପହର ଏଏସପିଙ୍କର ନିର୍ଦ୍ଦେଶ କ୍ରମେ ତଥା ଏସଡ଼ିପିଓ ଆର ଉଦୟଗିରୀଙ୍କର ପ୍ରତ୍ୟକ୍ଷ ତତ୍ୱାବଧାନରେ ନିଜେ ମୋହନା ଥାନା ଅଧିକାରୀ ସୁଜିତ କୁମାର […]

Continue Reading
corona-update copygfgbh

ରାଜ୍ୟରେ ଆଉ ୬ ଜୀବନ ନେଲା କରୋନା; ପୁଣି ୧୨୬୪ ନୂଆ ମାମଲା ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣରେ ଆଉ ୬ ଜଣଙ୍କ ଜୀବନ ଯାଇଛି । ଏହାକୁ ମିଶାଇ ରାଜ୍ୟରେ କରୋନାରେ ମୃତ୍ୟୁ ସଂଖ୍ୟା ସଂଖ୍ୟା ୧୧୪ ରେ ପହଞ୍ଚିଛି । ସେହିପରି ଗତ ୨୪ ଘଣ୍ଟାରେ ରେକର୍ଡ କଲା ସଂକ୍ରମଣ ସଂଖ୍ୟା । ୨୭ ଜିଲ୍ଲାରୁ ଆଉ ୧୨୬୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୫ ଜଣ ମୃତକଙ୍କ ମଧ୍ୟରେ ଅଛନ୍ତି ଖୋର୍ଦ୍ଧା ଜିଲ୍ଲାର ୮୬ ମହିଳା । ସେ ପୁର୍ବାରୁ ମଧୁମେହ ରୋଗରେ ପୀଡିତ […]

Continue Reading
corona-update copy

କରୋନା ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା; ମୋଟ ମୃତକ ୧୦୮; ପୁଣି ୧୦୭୮ ନୂଆ ମାମଲା ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣରେ ଆଉ ୫ ଜଣଙ୍କ ଜୀବନ ଯାଇଛି । ଏହାକୁ ମିଶାଇ ରାଜ୍ୟରେ କରୋନାରେ ମୃତ୍ୟୁ ସଂଖ୍ୟା ସଂଖ୍ୟା ୧୦୮ ରେ ପହଞ୍ଚିଛି । ସେହିପରି ଗତ ୨୪ ଘଣ୍ଟାରେ ରେକର୍ଡ କଲା ସଂକ୍ରମଣ ସଂଖ୍ୟା । ୨୮ ଜିଲ୍ଲାରୁ ଆଉ ୧୦୭୮ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୫ ଜଣ ମୃତକଙ୍କ ମଧ୍ୟରେ ଅଛନ୍ତି ଗଞ୍ଜାମ ଜିଲ୍ଲାର ୨ ଜଣ ୬୦ ଓ ୬୧ ବର୍ଷୀୟ ପୁରୁଷ ଏବଂ […]

Continue Reading