ଏସିଆର ଶ୍ରେଷ୍ଠ ୧୮୪ତମ ସ୍ଥାନରେ କିଟ୍‍

ଭୁବନେଶ୍ୱର: ପ୍ରତିବର୍ଷ ଭଳି ଚଳିତବର୍ଷ ‘ଦି ଟାଇମ୍‍ସ ହାଇଅର ଏଜୁକେସନ୍‍’ ଏସିଆ ୟୁନିଭର୍‍ସିଟି ରାଙ୍କିଙ୍ଗ ପ୍ରକାଶ ପାଇଛି । ବୁଧବାର ପ୍ରକାଶିତ ବିଶ୍ୱସ୍ତରୀୟ ଏସିଆ ୟୁନିଭର୍‍ସିଟି ରାଙ୍କିଙ୍ଗରେ ପୂର୍ବବର୍ଷଗୁଡ଼ିକ ଭଳି ଏବର୍ଷ ମଧ୍ୟ କିଟ୍‍ ବିଶ୍ୱବିଦ୍ୟାଳୟ ଏହି ରାଙ୍କିଙ୍ଗରେ ଅତି ଉନ୍ନତ ପ୍ରଦର୍ଶନ କରିଛି । ଚଳିତବର୍ଷ କିଟ୍‍ ବିଶ୍ୱବିଦ୍ୟାଳୟ ଏସିଆର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ତାଲିକାର ୧୮୪ ତମ ସ୍ଥାନରେ ରହିଛି । ଏହା ସହ କିଟ୍‍ ଦେଶର ସମଗ୍ର ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟ ମଧ୍ୟରେ […]

Continue Reading