ଫେବ୍ରୁଆରି ୩ ରୁ ଝୁମିବ ରାଜଧାନୀ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ଙ୍କ ପକ୍ଷରୁ ଫେବ୍ରୁଆରି ୩ରୁ ୯ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଛି ଏକାମ୍ର ଉତ୍ସବ। ଓଡ଼ିଶା ପରି ଏକ ଭାଷାଭିତ୍ତିକ ରାଜ୍ୟକୁ ବିଶ୍ଵ ଦରବାରରେ ପହଞ୍ଚାଇବା ଲକ୍ଷ୍ୟରେ ରାଜ୍ୟ ସରକାର ପ୍ରଥମଥର ପାଇଁ ଶୁଭାରମ୍ଭ କରିବାକୁ ଯାଉଛନ୍ତି “ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ” l ଏହି ପରିପ୍ରେକ୍ଷୀରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେବ। ଏକାମ୍ର ଉତ୍ସବ ଓଡ଼ିଆ ଭାଷାର ଉତ୍ତରାଧିକାରୀତ୍ଵ ଏବଂ ପ୍ରାଚୀନ ମୂଳକୁ ପ୍ରତିପାଦିତ କରି ଗର୍ବିତ ଭାବରେ ଓଡ଼ିଆ […]

Continue Reading

ଭାରତରେ ୨୦୨୬ ସୁଦ୍ଧା ଇ-ଏୟାର ଟାକ୍ସି: ୯୦ ମିନିଟର ରାସ୍ତା ପାଇଁ ଲାଗିବ ମାତ୍ର ୭ ମିନିଟ

ନୂଆଦିଲ୍ଲୀ: ଭାରତରେ ୨୦୨୬ ସୁଦ୍ଧା ଲଞ୍ଚ ହୋଇପାରେ ପ୍ରଥମ ଫୁଲ ଇଲେକ୍ଟ୍ରିକ ଏୟାର ଟାକ୍ଦି Full-Electric Air Taxi । ଇଣ୍ଟରଗ୍ଲୋବ ଏଣ୍ଟରପ୍ରାଇଜେସ ୨୦୨୬ ସୁଦ୍ଧା ପୂରା ଦେଶରେ ଇ-ଏୟାର ଟାକ୍ସି ସର୍ଭିସ ଆରମ୍ଭ କରିବା ଯୋଜନା କରୁଛି । ଇଣ୍ଟରଗ୍ଲୋବ ଏଣ୍ଟରପ୍ରାଇଜେସ ଏହି ସେବା ଆମେରିକାସ୍ଥିତ ଆର୍ଚର ଏବିଏଶନ ସହ ମିଶି ଆରମ୍ଭ କରିପାରେ । କମ୍ପାନୀର କହିବା ଅନୁଯାୟୀ,ଦିଲ୍ଲୀରେ କାରରେ ଯାତ୍ରା କରବା ସମୟରେ ଯେଉଁ ଜାଗାକୁ ତୁମକୁ ୬୦ରୁ ୯୦ ମିନିଟ ଲାଗୁଛି […]

Continue Reading