ମହାରାଷ୍ଟ୍ର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ NDA ଉପରାଷ୍ଟ୍ରପତି ପ୍ରାର୍ଥୀ
ମହାରାଷ୍ଟ୍ର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନଙ୍କୁ ଭାରତର ଉପରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଏନଡିଏ ।ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ୯ ସେପ୍ଟେମ୍ବରରେ ଅନୁଷ୍ଠିତ ହେବ । ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମ ଚୂଡ଼ାନ୍ତ କରିବା ପାଇଁ ରବିବାର ବିଜେପି ସଂସଦୀୟ ବୋର୍ଡ ବୈଠକ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏବଂ ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ଦଳର ଅନେକ ବରିଷ୍ଠ ନେତା ଏହି ବୈଠକରେ ଯୋଗ ଦେଇଥିଲେ […]
Continue Reading
