ମିସ୍ ୟୁନିଭର୍ସ ଇଣ୍ଡିଆ ୨୦୨୫ ମନିକା ବିଶ୍ୱକର୍ମା
ରାଜସ୍ଥାନର ଜୟପୁରରେ ମିସ୍ ୟୁନିଭର୍ସ ଇଣ୍ଡିଆ ୨୦୨୫ ଆୟୋଜନ କରାଯାଇଥିଲା, ଯେଉଁଥିରେ ମନିକା ବିଶ୍ୱକର୍ମା ଜିତିବା ସହ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ସମସ୍ତଙ୍କୁ ପଛରେ ପକାଇ ବିଜୟ ମୁକୁଟ ପିନ୍ଧିଥିଲେ । ସୋସିଆଲ ମିଡ଼ିଆରେ ସାହସ ଓ ସରଳତା ସହିତ ଲୋକଙ୍କୁ ଆକର୍ଷିତ କରୁଥିବା ମନିକା ବିଶ୍ୱକର୍ମାଙ୍କ ସୌନ୍ଦର୍ଯ୍ୟଭରା ଆଖି ଏବଂ ଆତ୍ମବିଶ୍ୱାସର ହସ ସହିତ ଜୁରିଙ୍କ ହୃଦୟ ଜିତିଥିଲେ । ୧୮ ଅଗଷ୍ଟରେ ଜୟପୁରରେ ଅନୁଷ୍ଠିତ ଗ୍ରାଣ୍ଡ ଫିନାଲେରେ ଭାରତର ବିଭିନ୍ନ ସ୍ଥାନରୁ ୪୮ ଜଣ ପ୍ରତିଯୋଗୀ […]
Continue Reading
