ରାକ୍ଷସ ପାଲଟିଲା ସ୍ବାମୀ: ସ୍ତ୍ରୀ ପାଟିରେ ପୁରେଇଦେଲା ଗରମ ଛୁରୀ
ଯୌତୁକ ଯୋଗୁଁ ଜଣେ ନବବିବାହିତାଙ୍କୁ ତାଙ୍କ ସ୍ବାମୀ ମାଡ ମାରିବା ସହ ଏକ ତତଲା ଛୁରୀକୁ ପାଟି ଭିତରେ ପୂରାଇ ଦେଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମଧ୍ୟପ୍ରଦେଶରେ। ଅଧିକ ଯୌତୁକ ପାଇଁ ଦାବି କରୁଥିଲେ ମଧ୍ୟପ୍ରଦେଶର ଖାରଗୋନ ଜିଲ୍ଲାରେ ଖୁସବୁ ନାମକ ଜଣେ ମହିଳା ବଡବାନୀ ଜିଲ୍ଲାର ଦିଲ୍ଲୀପଙ୍କ ସହ ବିବାହ ହୋଇଥିଲା। କିନ୍ତୁ ବାହାଘର ପରେ ଦିଲ୍ଲୀପ ଖୁସବୁକୁ ପସନ୍ଦ କରୁନଥିଲେ ଓ ଅଧିକ ଯୌତୁକ ଆଣିବା ପାଇଁ ତାଙ୍କୁ ବାଧ୍ୟ କରୁଥିଲେ। ଖୁସବୁକୁ […]
Continue Reading
