‘ଜ୍ୱିଗାଟୋ’ ଚଳଚ୍ଚିତ୍ର ହେଲା ଟ୍ୟାକ୍ସ ଫ୍ରୀ, ଅଭିନୟରେ ବଢିବ ଓଡ଼ିଆ କଳାକାରଙ୍କ ଆଗ୍ରହ
ପ୍ରଖ୍ୟାତ ଅଭିନେତ୍ରୀ ନନ୍ଦିତା ଦାସଙ୍କ ନିର୍ଦ୍ଦେଶିତ ତଥା ବିଶିଷ୍ଟ ଅଭିନେତା କପିଲ ଶର୍ମାଙ୍କ ଅଭିନୀତ ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି ।
Continue Reading
