ସୁସ୍ଥ ହେବା ପରେ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ
ସୁସ୍ଥ ହେବା ପରେ ହସ୍ପିଟାଲରୁ ଡିସଚାର୍ଜ ହେଲେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିସଚାର୍ଜ ସମୟରେ ନବୀନ କହିଲେ ଆଇ ଆମ ଫାଇନ ନାଓ । ହସ୍ପିଟାଲରେ ଭଲ ଯତ୍ନ ନେଇଥିବାରୁ ସମ୍ ଅଲ୍ଟିମେଟ୍ ମେଡିକେୟାର ଡାକ୍ତର ଓ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ନବୀନ । ମେଡିକାଲ୍ ରୁ ଫେରିବା ପରେ ନବୀନ ଏକ ଭିଡିଓ ଜାରି କରିଛନ୍ତି । ଯେଉଁଥିରେ ସେ କହିଛନ୍ତି ‘ମୁଁ ବିଲକୁଲ ଭଲ ଅଛି। […]
Continue Reading
