ନବୀନ ପଟ୍ଟନାୟକଙ୍କ ବିଦେଶ ଗସ୍ତ ତଦନ୍ତ ପ୍ରସଙ୍ଗ: ବିଜେଡି କାହିଁକି ବିଚଳିତ? : ବିରଂଚି ତ୍ରିପାଠୀ

ଭୁବନେଶ୍ୱର : ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଦେଶ ଗସ୍ତରେ କଥିତ ଅନିୟମିତତା ଅଭିଯୋଗର ତଦନ୍ତ ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକୁ ସମର୍ଥନ କରିଛି ବିଜେପି। ଏହି ପ୍ରସଙ୍ଗରେ ବିଜେଡି ନେତାଙ୍କ ପ୍ରତିକ୍ରିୟାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ବିରଂଚି ନାରାୟଣ ତ୍ରିପାଠୀ। ଏକ ପ୍ରେସ ବିବୃତିରେ ଶ୍ରୀ ତ୍ରିପାଠୀ କହିଛନ୍ତି, ଜାତୀୟ ସମ୍ପତ୍ତି ହେଉ କିମ୍ବା ଓଡ଼ିଶାର ସାଧାରଣ ଲୋକଙ୍କ ସମ୍ପତ୍ତି, ତାହାର ସୁରକ୍ଷା କରିବା ରାଜ୍ୟ ସରକାରଙ୍କ ଦାୟିତ୍ୱ। ଗଣମାଧ୍ୟମ […]

Continue Reading