ଚାଷୀ ଭାଇ ଭଉଣୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଭେଟି
ପବିତ୍ର ନୂଆଁଖାଇ ଅବସରରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ବାରା ରବି ୨୦୨୫-୨୬ ପାଇଁ ସି ଏମ୍ କିଷାନ ସହାୟତା ରାଶି ପ୍ରଦାନର ରାଜ୍ୟସ୍ତରୀୟ ଉତ୍ସବ ଓୟୁଏଟି ଭୁବନେଶ୍ବର ସ୍ଥିତ କୃଷି ଶିକ୍ଷା ସଦନଠାରେ ଆୟୋଜିତ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସି ଏମ୍ କିଷାନ ସହାୟତାର ତୃତୀୟ କିସ୍ତି ରେ ୫୧ ଲକ୍ଷ ୫୪ ହଜାର ୧୧୫ ଜଣ କ୍ଷୁଦ୍ର, ନାମମାତ୍ର ଚାଷୀ, ଭୂମିହୀନ କୃଷକ ପରିବାର, […]
Continue Reading
