ଶିକ୍ଷାନୁଷ୍ଠାନ ପରିସରରେ ନିଶା ବିକ୍ରି ଓ ସେବନକୁ ନା: ନମାନିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବେଆଇନ୍‌ ମାଦକ ଦ୍ରବ୍ୟ ଚୋରାଚାଲାଣ ଏବଂ ନିଶା ଦ୍ରବ୍ୟ ରୋକିବା ସଂପର୍କରେ ଉଚ୍ଚ ସ୍ତରୀୟ ବୈଠକରେ ରାଜ୍ୟର ସ୍ଥିତି ଅନୁଧ୍ୟାନ କରିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି। ଶିକ୍ଷାନୁଷ୍ଠାନ ପରିସର ଏବଂ ସଂଲଗ୍ନ ଅଂଚଳରେ ବେଆଇନ୍‌ ନିଶାଦ୍ରବ୍ୟ ବିକ୍ରୟ , ସେବନ ଓ କାରବାର ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଛାତ୍ରଛାତ୍ରୀଙ୍କ ପାଇଁ ସବୁ ବିଦ୍ୟାଳୟ ମହାବିଦ୍ୟାଳୟକୁ ଡ୍ରଗ୍‌ ଫ୍ରି କ୍ୟାମ୍ପସ କରିବା […]

Continue Reading