ଆପଣଙ୍କର କିଛି ସମସ୍ୟା ଅଛି କି ସରକାର କରିବେ ସମାଧାନ: ଫୋନ କରିବେ ସରକାର ବୁଝିବେ ଆପଣଙ୍କ ସମସ୍ୟା

ରାଜ୍ୟରେ ଆରମ୍ଭ ହେଲା ‘ଆମ ଶାସନ’ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମ ଜରିଆରେ ଜନତାଙ୍କ ଠାରୁ ମତାମତ ନେବେ ସରକାର। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ Mohan Charan Majhi ଲୋକସେବା ଭବନରେ ‘ ଆମ ଶାସନ ‘ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଜନସେବାର ଏହି ନୂତନ ବ୍ୟବସ୍ଥା ଦ୍ୱାରା କ୍ଷେତ୍ର ପରିଦର୍ଶନ ସମୟରେ ସରକାରୀ ଅଧିକାରୀମାନେ ମୋବାଇଲ ଆପ୍ ଏବଂ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ବିଭାଗୀୟ ଅଧିକାରୀମାନେ ଟେଲିଫୋନ […]

Continue Reading