ଶ୍ରୀମନ୍ଦିରରେ ପାନଗୁଟଖା ଉପରେ ଜାରି ହେଲା କଟକଣା

ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ପାନଗୁଟୁଖା ଉପରେ କଟକଣା ଜାରି ହେଲା। ପାନଗୁଟୁଖାକୁ ନିଷିଦ୍ଧ କଲା ଶ୍ରୀମନ୍ଦିର ପ୍ରଶାସନ। ବରାହ ପୁରାଣ ଆଧାରରେ କଟକଣା ଜାରି କରାଯାଇଛି। ଜାନୁଆରୀ ୧ରୁ ଡ୍ରେସକୋଡ୍ ଭଳି ପାନଗୁଟୁଖାକୁ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯିବ। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ। ତାଙ୍କର ସୂଚନା ଅନୁଯାୟୀ, ଶ୍ରୀମନ୍ଦିର ଭିତରେ କେହି ପାନଗୁଟୁଖା ଖାଇବେ ନାହିଁ କି ଛେପ ପକାଇ ପାରିବେ ନାହିଁ। ଏପରିକି ସେବାୟତଙ୍କୁ ବି ପାନଗୁଟୁକା ଖାଇବା ଉପରେ […]

Continue Reading

ନଭେମ୍ବର ୨୧ରେ ଉପବାଚସ୍ପତି ନିର୍ବାଚନ: ସମସ୍ତ ସଦସ୍ୟଙ୍କୁ ବିଧାନସଭା ସଚିବଙ୍କ ଚିଠି

ଭୁବନେଶ୍ୱର: ଆସନ୍ତା ୨୧ ତାରିଖରେ ରାଜ୍ୟ ବିଧାନସଭାର ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ସମସ୍ତ ସଦସ୍ୟଙ୍କୁ ବିଧାନସଭା ସଚିବ ଚିଠି ଲେଖିଛନ୍ତି । ୨୧ ତାରିଖ ସକାଳ ୯ଟା ୩୦ ମିନିଟରେ ଏହି ନିର୍ବାଚନ ହେବ । ଗତ ୮ ତାରିଖରେ ବିଧାନସଭା ଉପବାଚସ୍ପତି ପଦରୁ ରଜନୀକାନ୍ତ ସିଂହ ଇସ୍ତଫା ଦେଇଥିଲେ । ତା’ ପରଠାରୁ ଉକ୍ତ ପଦ ଖାଲି ପଡ଼ିଥିଲା । ତେଣୁ ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି । ସୂଚନାଯୋଗ୍ୟ […]

Continue Reading

ଲିଭଇନରେ ରହି ବାରମ୍ବାର ଦୁଷ୍କର୍ମ କରିଥିବା ଅଭିଯୋଗ

ଲିଭ୍ ଇନ୍ ରେ ରହିଲେ ଦୁଷ୍କର୍ମ କଲେ। ଏପରି ଅଭିଯୋଗ କରିଛନ୍ତି ଜଣେ ଯୁବତୀ। ତାଙ୍କ ଅଭିଯୋଗ ମୁତାବକ ଯୁବକ ଜଣକ ତାଙ୍କ ବିନା ଅନୁମତିରେ ତାଙ୍କୁ ବାରମ୍ବାର ଦୁଷ୍କର୍ମ କରିବା ସହ ତାଙ୍କର କିଛି ଅଶ୍ଳୀଳ ଫଟୋ ଓ ଭିଡିଓ ସୁଟିଂ କରିଛନ୍ତି। ଖାଲି ସେତିକି ନୁହେଁ ଅଭିଯୁକ୍ତ ଯୁବକଙ୍କ ନିକଟରେ ତାଙ୍କର କିଛି ଜରୁରୀ କାଗଜପତ୍ର ରହିଥିବା ମଧ୍ୟ ସେ ଅଭିଯୋଗ ପତ୍ରରେ ଦର୍ଶାଇଛନ୍ତି ।

Continue Reading

ଆଖି ବୁଜିଲେ ବିଜେଡି ନେତା ବିଷ୍ଣୁ ଦାସ

ଭୁବନେଶ୍ୱର: ଆଉ ନାହାନ୍ତି ବରିଷ୍ଠ ବିଜେଡି ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସ। ଗତକାଲି ସନ୍ଧ୍ୟାରେ ସେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ବୟସ ହୋଇଥିଲା । ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ । ଅସୁସ୍ଥତା କାରଣରୁ ତାଙ୍କୁ କିଛି ଦିନ ହେବ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା […]

Continue Reading