ଗ୍ୟାଙ୍ଗଷ୍ଟର ସେକ୍‌ ହାଇଦର ଗିରଫ, କାଲି ଆସିବ ଓଡ଼ିଶା

ଭୁବନେଶ୍ବର: କଟକସ୍ଥିତ ଶ୍ରୀରାମ ଚନ୍ଦ୍ର ଭଂଜ ମେଡିକାଲରୁ ଚିକିତ୍ସାଧୀନ ଅବସ୍ଥାରେ ଫେରାର ହୋଇଥିବା ଗ୍ୟାଙ୍ଗଷ୍ଟର ‌ସେକ୍‌ ହାଇଦର ତେଲେଙ୍ଗାନାରୁ ଗିରଫ ହୋଇଛି। ସେକ୍‌ ହାଇଦରକୁ ତେଲେଙ୍ଗାନା ପୁଲିସର ସହାୟତାରେ ଓଡ଼ିଶା ପୁଲିସ ଗିରଫ କରିଛି। ଏପ୍ରିଲ ୧୬ ତାରିଖରେ ହାଇଦରକୁ ଭୁବନେଶ୍ବର ଅଣାଯିବ । ସାମ୍ବାଦିକ ସମ୍ମିଳନୀରେ ପୁଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି। ପୁଲିସ କମିସନର କହିଛନ୍ତି ଯେ, ଏଠାରୁ ଫେରାର ହୋଇ ତେଲେଙ୍ଗାନାର ହାଇଦ୍ରାବାଦ ପହଞ୍ଚିବା ପରେ ଓଡ଼ିଶା ପୁଲିସ ତେଲେଙ୍ଗାନାର ସଙ୍ଗାରେଡ୍ଡୀ […]

Continue Reading
20201707-police

ପୋଲିସଙ୍କୁ ୩ ମାସ ମହଲତ

ଭୁବନେଶ୍ୱର: ପୋଲିସକୁ ଫିଟ୍ ରଖିବାକୁ କମିଶନରେଟ୍ ପୋଲିସର ଏସଓପି । ନିଜ କର୍ମଚାରୀଙ୍କୁ ସୁସ୍ଥ ଓ ଫିଟ ରହିବାକୁ କମିଶନରେଟ ପୋଲିସ ଜାରି କଲା ନିର୍ଦ୍ଦେଶନାମା । କରୋନା ରକ୍ତଚାପ, ମଧୁମେହ ଆକ୍ରାନ୍ତଙ୍କ ପାଇଁ ବିପଦ ସୃଷ୍ଟି କରିଛି । ଏଭଳି ସ୍ଥଳେ ପୋଲିସକୁ ଫିଟ୍ ରଖିବାକୁ ସମସ୍ତ କର୍ମଚାରୀଙ୍କ ଉଚ୍ଚତା ଓ ଓଜନ ମାପ କରାଯିବ । ଏହାପରେ ସେମାନଙ୍କୁ ଲିଖିତ ଆକାରରେ ବର୍ତ୍ତମାନର ବଡି ମାସ ଇଣ୍ଡେକ୍ସ-ବିଏମଆଇ ବା ବୟସ ଓ ଉଚ୍ଚତା ଅନୁସାରେ ଆନୁପାତିକ […]

Continue Reading
Police-BBSR-Corona-2

କେବଳ ପାଟ୍ରୋଲିଂରେ ଭୁବନେଶ୍ୱର ପୋଲିସ ଖର୍ଚ୍ଚ କରୁଛି ଏତେ ଟଙ୍କା

ଭୁବନେଶ୍ୱର: ଲକଡାଉନ ଓ ସଟଡାଉନ ବେଳେ ପାଟ୍ରୋଲିଂ ପାଇଁ କମିଶନରେଟ ପୋଲିସକୁ ମିଳିଛି ଅତିରିକ୍ତ ଗାଡ଼ି ଓ ଖର୍ଚ୍ଚ ହେଉଛି ଅତିରିକ୍ତ ଇନ୍ଧନ । ସହରକୁ ସୁରକ୍ଷା ଦେବାକୁ ମୁତୟନ ହୋଇଛନ୍ତି ପ୍ଲାଟୁନ ପ୍ଲାଟୁନ ପୋଲିସ୍‌ ଫୋର୍ସ । ଥାନାର ରୁଟିନ୍‌ କାମକୁ ଛାଡ଼ିଦେଲେ ମହାମାରୀ ଆଇନକୁ କାର୍ଯ୍ୟକାରୀ କରିବା ପୋଲିସ ପାଇଁ ବର୍ତ୍ତମାନ ଏକ ବଡ଼ ଚ୍ୟାଲେଞ୍ଜ ପାଲଟିଛି । କରୋନା ମହାମାରୀ ସମୟରେ ବଢ଼ିଛି ପୋଲିସର କାର୍ଯ୍ୟ ସୀମା । ଆପରାଧିକ ଘଟଣାର ତଦନ୍ତ, […]

Continue Reading