ଡିସେମ୍ବର ସୁଦ୍ଧା ଅଗ୍ନିଶମ ବାହିନୀରେ ପୂରଣ ହେବ ୩୦୦ ପଦବୀ: ମୁଖ୍ୟମନ୍ତ୍ରୀ
ଅଗ୍ନିଯୋଦ୍ଧା ପ୍ରଶିକ୍ଷାର୍ଥୀଙ୍କ ୬୧ତମ ଦୀକ୍ଷାନ୍ତ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୯୧୧ ଅଗ୍ନିଯୋଦ୍ଧା ସାମିଲ ହେଲେ ଅଗ୍ନିଶମ ବାହିନୀରେ ଡିସେମ୍ବର ସୁଦ୍ଧା ପୂରଣ ହେବ ଖାଲିଥିବା ୩୦୦ ପଦବୀ ଗତ ଏକ ବର୍ଷରେ ଓଡ଼ିଶା ଅଗ୍ନିଶମ ୭୫୯୯ ଜୀବନ ବଞ୍ଚାଇଛନ୍ତି, ୧୭ ହଜାର ପ୍ରାଣୀଙ୍କୁ ଉଦ୍ଧାର କରିଛନ୍ତି ଉନ୍ନତ ପ୍ରଶିକ୍ଷଣ ପାଇଁ ୧୦ କୋଟିରେ ପ୍ରତିଷ୍ଠା ହେବ ବିଶ୍ୱସ୍ତରୀୟ ସିମୁଲେଟର ରାମଚଣ୍ଡୀ ଠାରେ ଜାତୀୟ ସ୍ତରୀୟ ଜଳଦକ୍ଷତା ଓ ଜୀବନରକ୍ଷା ପ୍ରଶିକ୍ଷଣ କେନ୍ଦ୍ର ଖୁବ୍ ଶୀଘ୍ର କାର୍ଯ୍ୟକ୍ଷମ ହେବ […]
Continue Reading
