ଅଠରନଳା ପାଟଣାରେ ମଦ ଦୋକାନ ଖୋଲିବାକୁ ବିରୋଧ: ଧାରଣାରେ ଶତାଧିକ ମହିଳା-ପୁରୁଷ

ପୁରୀ: ସଦର ଥାନା ଅଧୀନ ଅଠରନଳା ପାଟଣା ମୁଖ୍ୟ ବଜାର ନିକଟରେ ଲାଇସେନ୍ସପ୍ରାପ୍ତ ବିଦେଶୀ ମଦ ଦୋକାନ ଖୋଲିବାକୁ ବିରୋଧ ଜାରି ରହିଛି। ଦୋକାନ ଖୋଲିବା ପ୍ରତିବାଦରେ ସ୍ଥାନୀୟ ଅଞ୍ଚଳର ଶତାଧିକ ମହିଳା ଓ ପୁରୁଷ ଦୋକାନ ସମ୍ମୁଖରେ ଧାରଣାରେ ବସିଛନ୍ତି। ସ୍ଥାନୀୟ ଲୋକଙ୍କ ଅଭିଯୋଗ ଅନୁସାରେ, ଅଠରନଳା ପାଟଣା ଅଞ୍ଚଳରେ ମଦ ଦୋକାନ ନଖୋଲିବା ପାଇଁ ପୂର୍ବରୁ ଜିଲ୍ଲାପାଳ, ଅବକାରୀ ବିଭାଗ ଓ ଜନପ୍ରତିନିଧିଙ୍କ ନିକଟରେ ଦାବି ଜଣାଇଥିଲେ। ତେବେ ଏହା ସତ୍ତ୍ୱେ ନିର୍ଦ୍ଧାରିତ ସ୍ଥାନରେ […]

Continue Reading

ଶ୍ରୀମନ୍ଦିର ମରାମତିକୁ ASIର ପ୍ରାଥମିକତା, ଖୁବଶୀଘ୍ର ଆରମ୍ଭ ହେବ ଭୋଗମଣ୍ଡପ ଓ ଜଗମୋହନ କାମ

ପୁରୀ : ପୁରୀ ଗସ୍ତରେ ଆସି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି ଆର୍କିଓଲୋଜିକାଲ ସର୍ଭେ ଅଫ୍ ଇଣ୍ଡିଆ (ASI)ର ଡିଜି ୟଦୁବିର ସିଂ ରାୱତ। ଶ୍ରୀମନ୍ଦିରରେ ଦର୍ଶନ ପରେ ମନ୍ଦିରର ସୁରକ୍ଷା ଓ ମରାମତି କାର୍ଯ୍ୟର ସମୀକ୍ଷା କରିଛନ୍ତି ସେ। ଶ୍ରୀମନ୍ଦିର ଗସ୍ତ ସମୟରେ ASI ଡିଜି ଭୋଗମଣ୍ଡପ ଓ ଜଗମୋହନର ସ୍ଥିତି ଅନୁଧ୍ୟାନ କରିଥିଲେ। ଭୋଗମଣ୍ଡପ ଓ ଜଗମୋହନର ଜରୁରୀ ମରାମତି କାର୍ଯ୍ୟ ଖୁବଶୀଘ୍ର ଆରମ୍ଭ ହେବ ବୋଲି ସେ ସୂଚନା ଦେଇଛନ୍ତି। ଐତିହ୍ୟର ସୂକ୍ଷ୍ମତାକୁ […]

Continue Reading

ପୁରୀ ବଡ଼ଶଙ୍ଖରେ ଦୁର୍ବୃତ୍ତଙ୍କ ଆତଙ୍କ, ଦୁଇଜଣଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ପୁରୀ: ପୁଣି ଦୁର୍ବୃତ୍ତଙ୍କ ଆତଙ୍କରେ ଥରିଛି ପୁରୀ ସହର। ବିଳମ୍ବିତ ରାତିରେ ପୁରୀ ବଡ଼ଶଙ୍ଖ ଅଞ୍ଚଳରେ ଦୁଇଜଣ ବ୍ୟକ୍ତିଙ୍କୁ ଗୋଡ଼ାଇ ଗୋଡ଼ାଇ ମାରଣାସ୍ତ୍ରରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ବିଚ୍ ବଜାରରେ ଘଟିଥିବା ଏହି ଆକ୍ରମଣରେ ଦୁଇଜଣ ଲହୁଲୁହାଣ ହୋଇଛନ୍ତି। ଆହତ ଦୁଇଜଣ ହେଲେ ପୁରୀ ଦରଜୀ ପୋଖରୀ ଅଞ୍ଚଳର ଗିଲଟି କାଳୁ ଓରଫ ସୁବାସ ଚନ୍ଦ୍ର ମହାନ୍ତି ଏବଂ ନାରାୟଣ ମହାନ୍ତି। ସୁବାସଙ୍କ ମୁଣ୍ଡ ଓ ହାତରେ ଗଭୀର ଆଘାତ ଲାଗିଥିବା ବେଳେ ନାରାୟଣଙ୍କ ହାତରେ […]

Continue Reading

ମୋଦୀଙ୍କ ୭୬ତମ ଜନ୍ମଦିନରେ ଶ୍ରୀମନ୍ଦିର ସମ୍ମୁଖରେ ଦୀପଦାନ

ମନମୋହନ ସାମଲ ଓ ସମ୍ବିତ ପାତ୍ରଙ୍କ ସହ ବିଜେପି ନେତା-କର୍ମୀଙ୍କ ଅଂଶଗ୍ରହଣ ପୁରୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜନ୍ମଦିବସ ଅବସରରେ ପୁରୀ ଶ୍ରୀମନ୍ଦିର ସମ୍ମୁଖରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏଥିରେ ଓଡ଼ିଶା ବିଜେପି ସଭାପତି ମନମୋହନ ସାମଲ ଓ ପୁରୀ ସାଂସଦ ସମ୍ବିତ ପାତ୍ରଙ୍କ ସମେତ ଦଳର ନେତା ଓ କର୍ମୀମାନେ ଯୋଗଦେଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଦୀପଦାନ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ମଙ୍ଗଳ, ଦୀର୍ଘାୟୁ ଓ ସୁସ୍ଥ ଜୀବନ କାମନା କରି […]

Continue Reading

ଶ୍ରୀମନ୍ଦିରରେ ପାନଗୁଟଖା ଉପରେ ଜାରି ହେଲା କଟକଣା

ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ପାନଗୁଟୁଖା ଉପରେ କଟକଣା ଜାରି ହେଲା। ପାନଗୁଟୁଖାକୁ ନିଷିଦ୍ଧ କଲା ଶ୍ରୀମନ୍ଦିର ପ୍ରଶାସନ। ବରାହ ପୁରାଣ ଆଧାରରେ କଟକଣା ଜାରି କରାଯାଇଛି। ଜାନୁଆରୀ ୧ରୁ ଡ୍ରେସକୋଡ୍ ଭଳି ପାନଗୁଟୁଖାକୁ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯିବ। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ। ତାଙ୍କର ସୂଚନା ଅନୁଯାୟୀ, ଶ୍ରୀମନ୍ଦିର ଭିତରେ କେହି ପାନଗୁଟୁଖା ଖାଇବେ ନାହିଁ କି ଛେପ ପକାଇ ପାରିବେ ନାହିଁ। ଏପରିକି ସେବାୟତଙ୍କୁ ବି ପାନଗୁଟୁକା ଖାଇବା ଉପରେ […]

Continue Reading
corona-update copygfgbh

ରାଜ୍ୟରେ ଆଉ ୬ ଜୀବନ ନେଲା କରୋନା; ପୁଣି ୧୨୬୪ ନୂଆ ମାମଲା ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣରେ ଆଉ ୬ ଜଣଙ୍କ ଜୀବନ ଯାଇଛି । ଏହାକୁ ମିଶାଇ ରାଜ୍ୟରେ କରୋନାରେ ମୃତ୍ୟୁ ସଂଖ୍ୟା ସଂଖ୍ୟା ୧୧୪ ରେ ପହଞ୍ଚିଛି । ସେହିପରି ଗତ ୨୪ ଘଣ୍ଟାରେ ରେକର୍ଡ କଲା ସଂକ୍ରମଣ ସଂଖ୍ୟା । ୨୭ ଜିଲ୍ଲାରୁ ଆଉ ୧୨୬୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୫ ଜଣ ମୃତକଙ୍କ ମଧ୍ୟରେ ଅଛନ୍ତି ଖୋର୍ଦ୍ଧା ଜିଲ୍ଲାର ୮୬ ମହିଳା । ସେ ପୁର୍ବାରୁ ମଧୁମେହ ରୋଗରେ ପୀଡିତ […]

Continue Reading
corona-update copy

କରୋନା ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା; ମୋଟ ମୃତକ ୧୦୮; ପୁଣି ୧୦୭୮ ନୂଆ ମାମଲା ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣରେ ଆଉ ୫ ଜଣଙ୍କ ଜୀବନ ଯାଇଛି । ଏହାକୁ ମିଶାଇ ରାଜ୍ୟରେ କରୋନାରେ ମୃତ୍ୟୁ ସଂଖ୍ୟା ସଂଖ୍ୟା ୧୦୮ ରେ ପହଞ୍ଚିଛି । ସେହିପରି ଗତ ୨୪ ଘଣ୍ଟାରେ ରେକର୍ଡ କଲା ସଂକ୍ରମଣ ସଂଖ୍ୟା । ୨୮ ଜିଲ୍ଲାରୁ ଆଉ ୧୦୭୮ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୫ ଜଣ ମୃତକଙ୍କ ମଧ୍ୟରେ ଅଛନ୍ତି ଗଞ୍ଜାମ ଜିଲ୍ଲାର ୨ ଜଣ ୬୦ ଓ ୬୧ ବର୍ଷୀୟ ପୁରୁଷ ଏବଂ […]

Continue Reading
20200607-nandighosha-1

ଆସନ୍ତୁ ଜାଣିବା ନନ୍ଦିଘୋଷ ରଥର ଜଣା ଅଜଣା…

ଜଗତର ନାଥ ଶ୍ରୀଜଗନ୍ନାଥଙ୍କର ଅପୂର୍ବ ଲୀଳା ଶେଷ ହୋଇ ଯାଇଛି । କରୋନା କଟକଣାରେ ବିନା ଭକ୍ତରେ ସମାପନ ହୋଇଛି ମହାପ୍ରଭୁଙ୍କ ମହାଯାତ୍ରା । ବର୍ଷକେ ଠାରେ କାଳିଆ ସାଆନ୍ତେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରାଙ୍କ ସହ ମାଉସୀ ଘରକୁ ରଥରେ ବସି ଯାତ୍ରା କରିଥାନ୍ତି । ବିଶ୍ୱ ପ୍ରସିଦ୍ଧ ଯାତ୍ରାରେ ପ୍ରଭୁ ଜଗନ୍ନାଥଙ୍କ ଯାତ୍ରାର ସାହାରା ହେଉଛନ୍ତି ତାଙ୍କ ରଥ ନନ୍ଦିଘୋଷ । କିଏ ବା ନ ଜାଣେ ନନ୍ଦିଘୋଷର ସେଇ ଅପୂର୍ବ କାହାଣୀ ବିଷୟରେ […]

Continue Reading