ଦେଶରେ ପ୍ରଥମ ଓଡିଶା… ଶିଳାନ୍ୟାସ କଲେ ମୋହନ ମାଝୀ
ଭୁବନେଶ୍ବର: ଓଡ଼ିଶାରେ ହେବ କାର୍ବାଇଟ ଉତ୍ପାଦନ। ମୁଖ୍ୟମନ୍ତ୍ରୀ କଲେ ଶିଳାନ୍ୟାସ। ଇନ୍ଫୋଭ୍ୟାଲିର ଇଏମ୍ସି ପାର୍କରେ ‘ଆର୍ଆଇଆର୍ ପାୱାର ଇଲେକ୍ଟ୍ରୋନିକ୍ସ ଲିମିଟେଡ୍’ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା ହେଉଛି ଦେଶର ପ୍ରଥମ ସିଲିକନ୍ କାର୍ବାଇଡ୍ ଉତ୍ପାଦନ କାରଖାନା। ଏହି ପ୍ରକଳ୍ପରେ କମ୍ପାନି ୬୨୦ କୋଟି ଟଙ୍କା ନିବେଶ କରୁଥିବା ବେଳେ ଏହା ଦ୍ବାରା ୫୦୦ରୁ ଅଧିକ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି […]
Continue Reading