ଭାରତରେ ସୁନା ପୁଅ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ… ତା ପରେ ଘରକୁ ଯିବେ..ଚାହିଁରହିଛନ୍ତି ବାପା ମାଆ
ଭାରତ ଫେରିଲେ ଶୁଭାଂଶୁ ଶୁକ୍ଳା। ଆକ୍ସିୟମ୍-4 ମିଶନ ଗ୍ରୁପ୍ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା ଆଜି ଭାରତରେ ପହଞ୍ଚିଛନ୍ତି। ଦିଲ୍ଲୀ ବିମାନବନ୍ଦରରେ ତାଙ୍କୁ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଜିତେନ୍ଦ୍ର ସିଂହ ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ସ୍ବାଗତ କରିଥିଲେ । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ କହିଛନ୍ତି, ଏହା ଭାରତ ପାଇଁ ଗର୍ବର ମୁହୂର୍ତ୍ତ। ଭାରତର ମହାକାଶ ଗୌରବ ଭାରତ ମାଟିକୁ ସ୍ପର୍ଶ କରିଛନ୍ତି। ଦିଲ୍ଲୀରେ ଶୁଭାଂଶୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା କାର୍ଯ୍ୟକ୍ରମ […]
Continue Reading
