ମେ ୬ରେ ଉତ୍କଳକନିକାରେ ମିଷ୍ଟର ଆଣ୍ଡ୍ ମିସ୍ ଉତ୍କଳ ଫ୍ୟାସନ ଶୋ
ବ୍ୟୁରୋ : ଓଡିଶା ବାସୀଙ୍କ ପାଖରେ ଫ୍ୟାସନ ଷ୍ଟାଇଲକୁ ପହଞ୍ଚାଇବା ଉଦ୍ଦେଶ୍ୟରେ ଉତ୍କଳକନିକା ଗ୍ୟାଲେରିଆ ମଲ୍ ଆୟୋଜିତ କରୁଛି ମିଷ୍ଟର ଆଣ୍ଡ ମିସ୍ ଉତ୍କଳ – ୨୦୨୩ । ଆସନ୍ତା ମେ ୬ ରେ ଏହାର ତୃତୀୟ ସଂସ୍କରଣ ମେଗା ଫ୍ୟାସନ ଶୋ ମଲ୍ ପରିସରରେ ଅନୁଷ୍ଠିତ ହେବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ‘ମଲ୍’ରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ ମଲ’ର ନିର୍ଦ୍ଦେଶିକା ପୂର୍ଣ୍ଣିମା ବୈଦ କହିଛନ୍ତି ଯେ ଲୁକ୍କାୟିତ […]
Continue Reading