20200707-rainy

ଆହୁରି ୫ ଦିନ ଭିଜିବ ଓଡିଶା

ଭୁବନେଶ୍ୱର: ସାରା ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି । ସୂଚନା ଅନୁଯାୟୀ, ଜୁଲାଇ ୮ ତାରିଖ ଓ ୯ ତାରିଖରେ ରାଜ୍ୟର କିଛି ସ୍ଥାନରେ ବର୍ଷାର ପରିମାଣ କମ୍ ରହିବ। ଏହାସହ ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଉତ୍ତର ଓଡ଼ିଶାର […]

Continue Reading