ସ୍କର୍ପିଓରେ ମନ ବୁଝିଲାନି, ମାଗୁଥିଲେ ୩୬ ଲକ୍ଷ ଟଙ୍କା…ପୁଅ ଆଗରେ ଜିଅନ୍ତା ଜାଳିଦେଲେ

ଗ୍ରେଟର ନୋଏଡାରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଓ ଶାଶୁଘର ଲୋକେ ଯୌତୁକ ପାଇଁ ନିଆଁ ଲଗାଇ ହତ୍ୟା କରିଛନ୍ତି। ମୁଖ୍ୟ ଅଭିଯୁକ୍ତ ଭାବେ ତାଙ୍କ ସ୍ୱାମୀ ବିପିନଙ୍କୁ ଗିରଫ କରାଯାଇଛି। ପୋଲିସ ମହିଳାଙ୍କ ସ୍ୱାମୀ, ଶାଶୁ, ଶ୍ୱଶୁର ଓ ଦିଅରଙ୍କ ସମେତ ଚାରି ପରିବାର ସଦସ୍ୟଙ୍କ ବିରୋଧରେ ମାମଲା ରୁଜୁ କରିଛି ଦିଲ୍ଲୀ ଗ୍ରେଟର ନୋଏଡାରେ ଘଟିଥିବା ଏ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି । ୩୫ ଲକ୍ଷ ଟଙ୍କା ଯୌତୁକ ଦାବିରେ ମହିଳାଙ୍କୁ […]

Continue Reading