କୋଭିଡ ପରିଚାଳନା ଲାଗି ସିଏମସିକୁ ୧୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ Top Storise ରାଜ୍ୟ May 3, 2021May 3, 2021Alok RanjanLeave a Comment on କୋଭିଡ ପରିଚାଳନା ଲାଗି ସିଏମସିକୁ ୧୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ କଟକ: କୋଭିଡ ପରିଚାଳନା ଲାଗି କଟକ ମ୍ୟୁନିସିପାଲ କର୍ପୋରେସନ (ସିଏମସି)କୁ ୧୦ କୋଟି ଟଙ୍କା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସିଏମସି ଅନ୍ତର୍ଗତ ଅଞ୍ଚଳରେ କୋଭିଡ ପରିଚାଳନା ଲାଗି ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି। Post Views: 134