ପଶ୍ଚିମବଙ୍ଗରେ ପୁଣି ବଢିଲା ଲକ୍‌ଡାଉନ୍‌ ଅବଧି; ମେ ୧୬ରୁ ୩୦ ସମ୍ପୂର୍ଣ୍ଣ ବନ୍ଦ

Top Storise ଦେଶ- ବିଦେଶ

ପଶ୍ଚିମବଙ୍ଗ: ସମଗ୍ର ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟ ଲକ୍‌ଡାଉନ୍‌ ଅବଧିକୁ ବଢାଇସାରିଲେଣି।

ଏହାଭିତରେ ପଶ୍ଚିମବଙ୍ଗ ସରକାର ମଧ୍ୟ ରାଜ୍ୟରେ କରୋନା ସଂକ୍ରମଣ ଶୃଙ୍ଖଳାକୁ ଭାଙ୍ଗିବା ପାଇଁ ଶନିବାର ଲକ୍‌ଡାଉନ୍‌ ବୃଦ୍ଧି ନେଇ ଘୋଷଣା କରିଛନ୍ତି। ଏହି ଲକ୍‌ଡାଉନ୍‌ ମେ ୧୬ ରୁ ୩୦ ପର୍ଯ୍ୟନ୍ତ ଲାଗୁ ହେବ।

ଆସନ୍ତାକାଲି ସକାଳ (ରବିବାର) ସକାଳ ୬ ଟାରୁ ଏହି ଲକଡାଉନ୍ କାର୍ଯ୍ୟକାରୀ ହେବ।

Leave a Reply

Your email address will not be published. Required fields are marked *