୧୨ରୁ ୧୫ ବର୍ଷ ବୟସର ପିଲାଙ୍କ ଲାଗି ଫାଇଜର ଟିକା ବ୍ୟବହାରକୁ ମିଳିଲା ମଞ୍ଜୁରୀ

Top Storise ଦେଶ- ବିଦେଶ

ଲଣ୍ଡନ: ବ୍ରିଟେନର ନିୟାମକ ସଂସ୍ଥା କହିଛି ଯେ ଆମେ ୧୨ ରୁ ୧୫ ବର୍ଷ ବୟସର ପିଲାମାନଙ୍କ ମଧ୍ୟରେ କ୍ଲିନିକାଲ୍ ଟ୍ରାଏଲ୍ ତଥ୍ୟର ଯତ୍ନର ସହ ସମୀକ୍ଷା କରିଛୁ ଏବଂ ସିଦ୍ଧାନ୍ତ ନେଇଛୁ ଯେ ଫାଇଜର ଟିକା ଏହି ବର୍ଗର ପିଲାଙ୍କ ଲାଗି ନିରାପଦ ଏବଂ ପ୍ରଭାବଶାଳୀ।

ବ୍ରିଟେନର ଔଷଧ ନିୟାମକ ଶୁକ୍ରବାର ଦିନ କହିଛନ୍ତି ଯେ ଏହା ଫାଇଜର ଏବଂ ବାୟୋନ୍‌ଟେକ୍ ଦ୍ବାରା ବିକଶିତ କରୋନା ଟିକାକୁ ୧୨ରୁ ୧୫ ବୟସ ପିଲାଙ୍କ ଉପରେ ବ୍ୟବହାର ଲାଗି ମଞ୍ଜୁରୀ ମିଳିଛି।

Leave a Reply

Your email address will not be published. Required fields are marked *