ବିରୂପା ନଦୀକୁ ଡ଼େଇଁଲେ ଯୁବକ

Top Storise ରାଜ୍ୟ

କଟକ: ନଦୀକୁ ଡ଼େଇଁଲେ ଯୁବକ। କଟକ ଚୌଦାର ନିକଟରେ ଥିବା ବିରୂପା ନଦୀକୁ ଡ଼େଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଜଣେ ଯୁବକ। ବ୍ରିଜ ଉପରେ ସାଇକେଲ, ଚପଲ ରଖି ନଦୀ ଭିତରକୁ ଡ଼େଇଁ ପଡ଼ିଥିବା ଜଣାପଡ଼ିଛି। ଏଯାଏଁ ଯୁବକଙ୍କ ପରିଚୟ ମିଳିପାରିନାହିଁ। ତେବେ ଘଟଣାସ୍ଥଳରେ ଚୌଦାର ଅଗ୍ନିଶମ ବାହିନୀ ପହଞ୍ଚିଥିଲେ। ଯୁବକଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

Leave a Reply

Your email address will not be published. Required fields are marked *