ରାଜଧାନୀ ସମେତ ରାଜ୍ୟର ଏହି ୫ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

Top Storise ରାଜ୍ୟ

ଭୁବନେଶ୍ୱର: ଭୁବନେଶ୍ୱର ସମେତ ରାଜ୍ୟର ଏହି ପାଞ୍ଚଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ରବିବାର ଦିନ ପାଣିପାଗ ବଭାଗ ଚେତାବନୀ ଦେଇଛି।

ଏହି ଜିଲ୍ଲାଗୁଡିକ ହେଉଛି କଟକ, ଅନୁଗୁଳ, ନୟାଗଡ଼, ଢେଙ୍କାନାଳ ଏବଂ ଖୋର୍ଦ୍ଧା ଜିଲ୍ଲାର କେତେକ ଅଞ୍ଚଳରେ ବଜ୍ରପାତ ଏବଂ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ହାଲୁକା ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କ ରହିଛି।

ପାଣିପାଗ ଉପରେ ନଜର ରଖିବାକୁ ଏବଂ ବଜ୍ରପାତରୁ ନିରାପଦ ସ୍ଥାନକୁ ସୁରକ୍ଷିତ ସ୍ଥାନକୁ ଯିବାକୁ କେନ୍ଦ୍ର ଲୋକଙ୍କୁ ପରାମର୍ଶ ଦେଇଛି।

Leave a Reply

Your email address will not be published. Required fields are marked *