ପୁରୀ ଆନନ୍ଦବଜାରରେ ଦୁଇ ସେବାୟତ ପିଟାପିଟି, ଜଣେ ଆହତ

Top Storise ଅପରାଧ ରାଜ୍ୟ

ପୁରୀ: ଶ୍ରୀମନ୍ଦିର ଆନନ୍ଦବଜାରରେ ଦୁଇ ସେବାୟତା ହାତାହାତି । ଜଣେ ସେବାୟତଙ୍କ ଆକ୍ରମଣରେ ଆଉ ଜଣେ ସେବାୟତ ଆହତ ହୋଇଛନ୍ତି । ଆହତ ସେବାୟତ ହେଲେ ହରେକୃଷ୍ଣ ସୁଆର । ତାଙ୍କୁ ଚିକିତ୍ସା ପାଇଁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି । ଆକ୍ରମଣକାରୀ ସେବାୟତ ହେଉଛନ୍ତି ବୁଲୁ ପଣ୍ଡା । କୌଣସି କାରଣକୁ କେନ୍ଦ୍ର କରି ହରେକୃଷ୍ଣ ଓ ବୁଲୁଙ୍କ ମଧ୍ୟରେ ଯୁକ୍ତିତର୍କ ପରେ ପିଟାପିଟି ହୋଇଥିଲେ । ଏନେଇ ସିଂହଦ୍ୱାରା ଥାନାରେ ଏତଲା ପରେ ତଦନ୍ତ କରୁଛି ପୋଲିସ ।

Leave a Reply

Your email address will not be published. Required fields are marked *