ରାଜ୍ୟର ଏହି ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି; ବଜ୍ରପାତ ସହ ବ‌ର୍ଷା ସମ୍ଭାବନା

Top Storise ରାଜ୍ୟ

ଭୁବନେଶ୍ୱର: ଓଡ଼ିଶାର ୧୮ ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଏହି ଜିଲ୍ଲାଗୁଡିକ ହେଉଛି ସୁନ୍ଦରଗଡ, ଦେଓଗଡ, ଗଜପତି, ରାୟଗଡା, ଗଞ୍ଜାମ, ମୟୂରଭଞ୍ଜ, ବାଲାଶ୍ବର, କେନ୍ଦୁଝର, ଅନୁଗୁଳ, ଢ‌େଙ୍କାନାଳର ଯାଜପୁର, କୋରାପୁଟ, ମାଲକାନଗିରି, କନ୍ଧମାଳ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା (ଭୁବନେଶ୍ୱର ସମେତ) ଅପରାହ୍ନ ୨.୧୫ ରୁ ୫.୧୫ ମଧ୍ୟରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି।

ଲୋକଙ୍କୁ ପାଣିପାଗ ଉପରେ ନଜର ରଖିବାକୁ ଏବଂ ବଜ୍ରପାତରୁ ରକ୍ଷା କରିବା ପାଇଁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି ବୋଲି ବୁଲେଟିନ୍‌ରେ ଦର୍ଶାଯାଇଛି।

Leave a Reply

Your email address will not be published. Required fields are marked *